‘ରାଜ୍ୟରେ ଜୁନ୍ ୧୭ ତାରିଖରୁ ସ୍କୁଲ୍‌ ଖୋଲିବ ନାହିଁ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 30, 2020

‘ରାଜ୍ୟରେ ଜୁନ୍ ୧୭ ତାରିଖରୁ ସ୍କୁଲ୍‌ ଖୋଲିବ ନାହିଁ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଜୁନ୍ ୧୭ ତାରିଖରୁ ସ୍କୁଲ୍‌ ଖୋଲିବ ନାହିଁ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଗତକାଲି କେନ୍ଦ୍ରର ନୂଆ ଗାଇଡ୍‌ଲାଇନ୍‌ ଆସିଛି। ଏହି ଗାଇଡ଼ଲାଇନ୍ ଅନୁସାରେ ଜୁଲାଇରେ ସ୍କୁଲ ଖୋଲିବାକୁ ଅନୁମତି ଅଛି। ତେଣୁ ସେହି ଅନୁସାରେ ଜୁନ୍ ୧୭ରୁ ସ୍କୁଲ ଖୋଲିବନି।

ସୂଚନାଯୋଗ୍ୟ, ଜୁଲାଇରେ କରୋନାର ସ୍ଥିତି ଦେଖିବା ପରେ କେନ୍ଦ୍ର ସରକାର ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ସରକାରଙ୍କ ସହ ଆଲୋଚନା କରିବା ପରେ ସ୍କୁଲ୍ ଓ କଲେଜ ଖୋଲିବା ନେଇ ନିଷ୍ପତ୍ତି ନିଆଯିବ ବୋଲି ଗତକାଲି ଗାଇଡ୍‌ଲାଇନ୍ ଜାରି ବେଳେ କୁହାଯାଇଥିଲା।

ଆହୁରି ପଢ଼ନ୍ତୁ: ଲକଡାଉନ୍ ୫.୦: କ’ଣ ହଟିଲା, କ’ଣ ରହିଲା

 



from Odisha Reporter https://ift.tt/2XJnJIO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages