ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଔରେୟାରେ ଦୁଇଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଟ୍ରକ୍ରେ ସବାର ହୋଇଥିବା ସମସ୍ତ ଶ୍ରମିକ ରାଜସ୍ଥାନ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।
from Odisha Reporter https://ift.tt/2WDWS1v
No comments:
Post a Comment