ଏମ୍‌ସିଏଲ୍‌ କର୍ମଚାରୀଙ୍କ ଉପରେ ଚଢ଼ିଗଲା ଡମ୍ପର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 2, 2020

ଏମ୍‌ସିଏଲ୍‌ କର୍ମଚାରୀଙ୍କ ଉପରେ ଚଢ଼ିଗଲା ଡମ୍ପର

ଅନୁଗୋଳ (ବିରଜା ପ୍ରସାଦ ଦାଶ): ଅନୁଗୋଳ ଜିଲ୍ଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଅନନ୍ତ କୋଇଲା ଖଣିରେ ଏକ ଦୁର୍ଘଟଣାରେ ଜଣେ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବେଣୁଧର ପ୍ରଧାନ। ତାଙ୍କ ଘର ହେଁସମୁଳ ଗାଁରେ।

ଆଜି ସକାଳେ ସେ କାମ କରିବାକୁ ଖଣି ଭିତରକୁ ଯାଉଥିବା ବେଳେ ହଠାତ୍‌ ଏକ ଡମ୍ପର ତାଙ୍କ ଉପରେ ଚଢ଼ି ଯାଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ  ଘଟିଥିଲା।

ଏନେଇ ଖବରପାଇ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଘଟଣାସ୍ଥଳରେ ପହଞ୍ଚିଥିଲେ। ମୃତକଙ୍କ ପରିବାରକୁ ସମସ୍ତ ପ୍ରକାର କ୍ଷତିପୂରଣ ଓ ସହାୟତା ଯୋଗାଇ ଦେବାକୁ ସେ ଏମ୍‌ସିଏଲ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି।



from Odisha Reporter https://ift.tt/3db0Hk1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages