ପତର ପେଣ୍ଡି ସମ୍ପନ୍ନ; ଆଜି ଦେବ ନିମନ୍ତ୍ରଣ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 25, 2020

ପତର ପେଣ୍ଡି ସମ୍ପନ୍ନ; ଆଜି ଦେବ ନିମନ୍ତ୍ରଣ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁରର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ପାଇଁ ବିଧି ମୁତାବକ ଗତକାଲି ସମ୍ପନ୍ନ ହୋଇଛି ପତର ପେଣ୍ଡି କାର୍ଯ୍ୟକ୍ରମ। ପୂର୍ବରୁ ନନ୍ଦପଡ଼ାର ବାବା ବାଲୁଙ୍କେଶ୍ୱରଙ୍କର ପତର ପେଣ୍ଡି ସରିଥିବା ବେଳେ ଗତକାଲି ଅନ୍ୟ ସବୁ ସ୍ଥାନରେ ଏହି ପରମ୍ପରା ଶେଷ ହୋଇଛି। ଆଜି ଏସବୁ ସ୍ଥାନରେ ଅନୁଷ୍ଠିତ ହେବ ଦେବ ନିମନ୍ତ୍ରଣ କାର୍ଯ୍ୟକ୍ରମ।

ପ୍ରଭୁ ହନୁମାନ ଶିବ ବିବାହ ପାଇଁ ମନ୍ଦିର ମନ୍ଦିର ବୁଲି ଗୁଆଗୁଣ୍ଡା ଦେଇ ଦେବତାମାନଙ୍କୁ ନିମନ୍ତ୍ରଣ କରିବା କାର୍ଯ୍ୟକ୍ରମ ରହିଛି। ପ୍ରତି ବର୍ଷ ଏହି ପର୍ବ ବହୁ ଜାକ ଜକମରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କରୋନା କଟକଣା ଯୋଗ କେବଳ ବିଧି ମୁତାବକ ଏହି ପର୍ବ ଆୟୋଜିତ ହେଉଛି।



from Odisha Reporter https://ift.tt/2A67MUM

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages