ବନ୍ଦ ହେବ ୩ ଡିଗ୍ରୀ କଲେଜ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 26, 2020

ବନ୍ଦ ହେବ ୩ ଡିଗ୍ରୀ କଲେଜ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର); ରାଜ୍ୟରେ ୧୩ଟି ଡିଗ୍ରୀ କଲେଜରେ ଲଗାତର ୩ ବର୍ଷ ଧରି ୨୫ ପ୍ରତିଶତରୁ କମ୍ ଛାତ୍ରଛାତ୍ରୀ ଆଡମିଶନ ନେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୩ଟି ଡିଗ୍ରୀ କଲେଜକୁ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିସହ ୧୦ଟି ଡିଗ୍ରୀ କଲେଜର ଅନୁମୋଦନ ପ୍ରତ୍ୟାହାର କରାଯିବ ।

ଉଲ୍ଲେଖଯୋଗ୍ୟ ଯେ, ଉଚ୍ଚଶିକ୍ଷା ବିଭାଗର ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଜୋନ୍‌ର ଏହି ୧୩ଟି ଡିଗ୍ରୀ କଲେଜରେ  ଲଗାତର ୩ ବର୍ଷ ଧରି ବହୁ କମ୍‌ ସଂଖ୍ୟକ ଛାତ୍ରଛାତ୍ରୀ ଆଡମିଶନ ନେଇଛନ୍ତି । ଏପରି ନୈରାଶଜନକ ସ୍ଥିତିରେ କୌଣସି ସୁଧାର ଆସୁ ନ ଥିବାରୁ   ଉଚ୍ଚଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଛି। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଭୁବନେଶ୍ୱର, ସମ୍ବଲପୁର ଓ ବାଲେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକମାନଙ୍କୁ ଚିଠି ଲେଖି ଅବଗତ କରାଯାଇଛି ।



from Odisha Reporter https://ift.tt/2X8LRFL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages