ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୫ ଜଣ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି।
ସୂଚନାଯୋଗ୍ୟ, ୭୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୬ ସୁସ୍ଥ ହୋଇସାରିଥିବା ବେଳେ ୩ ଜଣଙ୍କ ମୃତ୍ୟୁ ହୋଇଯାଇଛି। ୫୬୮ଟି କେସ୍ ଆକ୍ଟିଭ୍ ରହିଛି।
from Odisha Reporter https://ift.tt/2LA0GdA
No comments:
Post a Comment