ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 5, 2020

ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ କରୋନା ପଜିଟିଭ୍ ସଂଖ୍ୟା ୧୭୭ରେ ପହଞ୍ଚି ଯାଇଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ଏହି ସୂଚନା ଦିଆଯାଇଛି।

ଏହି ନୂଆ ପଜିଟିଭ୍ ଚିହ୍ନଟ ବ୍ୟକ୍ତି ଜଣଙ୍କ ଗଞ୍ଜାମ ଜିଲ୍ଲାର। ଏହା ସହିତ ଏହି ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି।



from Odisha Reporter https://ift.tt/3caimbk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages