କଲରାପତରିଆ ବାଘ ଚମଡ଼ା ଜବତ; ୪ଗିରଫ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 9, 2020

କଲରାପତରିଆ ବାଘ ଚମଡ଼ା ଜବତ; ୪ଗିରଫ

କରଞ୍ଜିଆ(ସତ୍ୟବ୍ରତ ବେହେରା): ମୟୂରଭଞ୍ଜ ଜିଲ୍ଲା ଜଶୀପୁର ସ୍ଥିତ ଉତ୍ତର ଶିମିଳିପାଳ ବନ୍ୟପ୍ରାଣୀ ବନଖଣ୍ଡ ତରଫରୁ ଗତକାଲି କରଞ୍ଜିଆ ଅଞ୍ଚଳରେ ଚଢ଼ଉ କରାଯାଇଥିଲା। ଏହି ସମୟରେ ୩ଫୁଟ ଲମ୍ବର ଏକ କଲରାପତରିଆ ବାଘ ଚମଡ଼ା ଜବତ କରାଯାଇଥିଲା। ଏହାସହ ଏହି ଘଟଣାରେ ବନବିଭାଗ ୪ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ମାନଙ୍କ ମଧ୍ୟରୁ ୩ଜଣ କରଞ୍ଜିଆ ଅଞ୍ଚଳର ହୋଇଥିବା ବେଳେ ଆଉ ଜଣେ ଅଭିଯୁକ୍ତ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସୁଇପର ଭାବେ କାର୍ଯ୍ୟ କରୁଥିବା ଜଣାପଡ଼ିଛି।

ଉଦ୍ଧାର ହେଇଥିବା ବାଘ ଛାଲ ଦୁଇବର୍ଷ ତଳର ବୋଲି  ବନ ବିଭାଗ କର୍ମଚାରୀମାନେ ଅନୁମାନ କରୁଛନ୍ତି। ତେବେ ଏହି ବାଘକୁ କେଉଁଠି ଓ କିଏ  ହତ୍ୟା କରିଛି, ସେନେଇ ବନ ବିଭାଗ ତଦନ୍ତ ଆରମ୍ଭ କରିଛି।



from Odisha Reporter https://ift.tt/2SNUQt1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages