ଆଉ ୮୬ କରୋନା ପଜିଟିଭ୍ ଚିହ୍ନଟ, ୧୨ ଶହ ପାଖାପାଖି ହେଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 21, 2020

ଆଉ ୮୬ କରୋନା ପଜିଟିଭ୍ ଚିହ୍ନଟ, ୧୨ ଶହ ପାଖାପାଖି ହେଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୮୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩୯୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ୭୮୯ ଜଣ ଚିକିତ୍ସାଧୀନ ଅଛନ୍ତି।

ନୂଆ କରି ଚିହ୍ନଟ ହୋଇଥିବା ଏହି ୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ। ସେହିପରି ୫ ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ ଜଣେ କଣ୍ଟେନ୍‌ମେଣ୍ଟ୍ ଜୋନ୍‌ର ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।



from Odisha Reporter https://ift.tt/3gmJk2e

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages