ରାତିରେ ଶୋଇଥିଲେ, କାମୁଡ଼ିଦେଲା ସାପ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 29, 2020

ରାତିରେ ଶୋଇଥିଲେ, କାମୁଡ଼ିଦେଲା ସାପ

କାମାକ୍ଷାନଗର(ବିଦ୍ୟାଧର ବରାଳ): ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ଥାନା ଅନ୍ତର୍ଗତ ଝାଟିକିପଶି ଗାଁରେ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଜଣଙ୍କ ହେଲେ ଝାଟିକିପଶି ଗାଁର ଦେବେନ୍ଦ୍ର ଟିଉଙ୍କ ସ୍ତ୍ରୀ ଗୁରୁବାରୀ ଟିଉ।

ମିଳିଥିବା ସୂଚନା ଅନୁସାରେ, ଗୁରୁବାରୀ ପରିବାର ଲୋକଙ୍କ ସହ ଗତକାଲି ରାତିରେ ଘରେ ଶୋଇଥିଲେ। ହେଲେ ବିଳମ୍ବିତ ରାତିରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡି ଦେଇଥିଲା। ପରିବାର ଲୋକେ ତାଙ୍କୁ ରାତିରେ କାମାକ୍ଷାନଗର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାରୀଙ୍କ ମୃତ୍ୟୁ ଘଟିଛି।



from Odisha Reporter https://ift.tt/2XLDQVZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages