ଓଲଟିଲା ପ୍ରବାସୀ ଶ୍ରମିକଙ୍କ ବସ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 20, 2020

ଓଲଟିଲା ପ୍ରବାସୀ ଶ୍ରମିକଙ୍କ ବସ୍‌

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ଏକ ପ୍ରବାସୀ ଶ୍ରମିକଙ୍କ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୪ ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଜଳେଶ୍ୱର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁସାରେ, କେରଳରୁ ୫୦ଜଣ ପ୍ରବାସୀ ଶ୍ରମିକଙ୍କୁ ଧରି କୋଲକାତା ଫେରୁଥିବା ଏକ ବସ୍ ଆଜି ଦିନ ପ୍ରାୟ ୧୦ଟା ସମୟରେ ଲକ୍ଷ୍ମଣନାଥ ଟୋଲ୍‌ଗେଟ୍‌ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ବସ୍‌ରେ ପାଖାପାଖି ୫୦ ଶ୍ରମିକ ଥିଲେ। ଦୁର୍ଘଟଣାରେ ୪ଜଣ ଗୁରୁତର ଭାବେ ଆହତ ହୋଇଥିବା ବେଳେ ୪୬ଜଣ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ୍‌ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି।



from Odisha Reporter https://ift.tt/3cRCeR9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages