ବରଗଡ଼ରେ ଚିହ୍ନଟ ହେଲେ ୬ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 29, 2020

ବରଗଡ଼ରେ ଚିହ୍ନଟ ହେଲେ ୬ କରୋନା ଆକ୍ରାନ୍ତ

ବରଗଡ଼(ଦୀପକ ଶର୍ମା): ବରଗଡ଼ ଜିଲ୍ଲାରେ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ ଯୋଗେ ବରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଫଳରେ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି।

ଏହି ୬ ଜଣଙ୍କ ମଧ୍ୟରୁ ଭେଡେନ ବ୍ଲକରୁ ୪ ଓ ଭଟଲି ବ୍ଲକରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଫଳରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି।

 

ଏହି ୬ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ବାହାର ରାଜ୍ୟ ଫେରନ୍ତା ହୋଇଥିବା ବେଳେ ଆଉ ଗୋଟିଏ ଲୋକାଲ କେସ୍‌ ବୋଲି ଜଣାଯାଇଛି। ପୂର୍ବରୁ ବରଗଡ଼ ଜିଲ୍ଲାରୁ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ଏବେ ଚିକିତ୍ସାଧୀନ ଥିବା ଜଣାଯାଇଛି।



from Odisha Reporter https://ift.tt/2XIriyP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages