ଧାନବସ୍ତା ପଡ଼ି ମା’, ଝିଅ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 7, 2020

ଧାନବସ୍ତା ପଡ଼ି ମା’, ଝିଅ ମୃତ

ବ୍ରହ୍ମଗିରି (ଓଡ଼ିଶା ରିପୋର୍ଟର): ପୁରୀ ଜିଲ୍ଲା ବ୍ରହ୍ମଗିରିର ଖଜୁରିଆ ନିକଟ ହୋବା ସାହିରେ ଧାନବସ୍ତା ପଡ଼ିଯିବାରୁ ଜଣେ ମହିଳା ଓ ତାଙ୍କ ୧୨ ବର୍ଷର ଝିଅର ମୃତ୍ୟୁ ଘଟିଛି। ମହିଳାଙ୍କ ସ୍ୱାମୀଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ସେମାନେ ଶୋଇଥିବା ବେଳେ ଏହି ଘଟଣା ଘଟିଥିଲା। ଘର ଭିତରେ ଥାକ ମାରି ରଖାଯାଇଥିବା ଧାନ ବସ୍ତାଗୁଡ଼ିକ ସେମାନଙ୍କ ଉପରେ ଖସି ପଡ଼ିଥିଲା।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।



from Odisha Reporter https://ift.tt/3cqwfSQ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages