ବାପୁଜୀ ନଗର ମାର୍କେଟ୍ ସିଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, May 12, 2020

ବାପୁଜୀ ନଗର ମାର୍କେଟ୍ ସିଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସାମାଜିକ ଦୂରତା ରକ୍ଷା ନ ହେବାରୁ ଭୁବନେଶ୍ୱରର ବାପୁଜୀ ନଗର ମାର୍କେଟ୍‌କୁ ସିଲ୍ କରି ଦିଆଯାଇଛି। ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଏହି ମାର୍କେଟ୍‌କୁ ବନ୍ଦ କରି ଦିଆଯାଇଥିବା ନେଇ ବିଏମ୍‌ସି ଜୋନାଲ୍ ଡେପୁଟୀ କମିଶନର ଅଂଶୁମାନ ରଥ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ବାପୁଜୀ ନଗର ମାର୍କେଟରେ ଥିବା ଜରୁରୀ ସାମଗ୍ରୀ ଦୋକାନ ଗୁଡ଼ିକୁ ଛାଡ଼ି ବାକି ସବୁ ଦୋକାନ ବନ୍ଦ ରହିବ।

 

 



from Odisha Reporter https://ift.tt/2zua3sI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages