ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଆଜି ସକାଳେ ଢେଙ୍କାନାଳ ଷଡ଼ଙ୍ଗୀ ରେଞ୍ଜ ଅନ୍ତର୍ଗତ ମାଧବୋଲୁଅ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳାଜକ ହେଲେ କୌଶଲ୍ୟା ସାହୁ ।
କୌଶଲ୍ୟା ସକାଳେ ନିଜ ଘର ଆଗ ଝାଡୁ କରୁଥିବା ସମୟରେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି। ଗାଁ ମଝିରେ ପଶି ହାତୀ ମହିଳାଙ୍କୁ ମାରିଥିବାରୁ ଗ୍ରାମବାସୀ ଭୟଭୀତ ହୋଇ ପଡିଛନ୍ତି। ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।
from Odisha Reporter https://ift.tt/3gA0ppu
No comments:
Post a Comment