୩୦ ମେ’, ଶନିବାର: ମାନ-ସମ୍ମାନ ବଢ଼ିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 29, 2020

୩୦ ମେ’, ଶନିବାର: ମାନ-ସମ୍ମାନ ବଢ଼ିବ

ମେଷ: ପରିବାରର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ବୃଷ: ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ।

ମିଥୁନ: ମାନ-ସମ୍ମାନ ବଢ଼ିବ। ସହଯୋଗୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ସଂପର୍କୀୟ ଦୁଶ୍ଚିନ୍ତା ଦୂର ହେବ। ମା‌’, ବାପା  ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

ସିଂହ: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଅନେକ କାର୍ଯ୍ୟକୁ ନିଜେ କରିବାକୁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇପାରେ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ତୁଳା: ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବିଛା: କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ।

ଧନୁ: ଗବେଷଣାରେ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର: ଯୋଜନା ମୁତାବକ କାମ କଲେ ସଫଳତା ପାଇବେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମୀନ: କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ଅଧିକ ପରିଶ୍ରମ କରିବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।



from Odisha Reporter https://ift.tt/36KXEwN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages