ନୂଆ ୪୮ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୬୭୨ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 14, 2020

ନୂଆ ୪୮ ଆକ୍ରାନ୍ତ ଚିହ୍ନଟ, ସଂଖ୍ୟା ଛୁଇଁଲା ୬୭୨

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ନୂଆ ୪୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଛୁଇଁଲା।

ଚିହ୍ନଟ ନୂଆ ୪୮ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ଜଣ, ବାଲେଶ୍ୱରରୁ ୧୨ଜଣ, ପୁରୀରୁ ୧୦ଜଣ, ଭଦ୍ରକରୁ ୬ଜଣ, ନୟାଗଡ଼ ୩ଜଣ, ଯାଜପୁରରୁ ୨, ସୁନ୍ଦରଗଡ଼, କଟକ ଦେବଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

 ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୧ ଜଣ ଚିକିତ୍ସାଧୀନ ଥିବାବେଳେ ୧୫୮ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି। 



from Odisha Reporter https://ift.tt/2yWusqc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages