ଆଜି ପବିତ୍ର ଇଦ୍ ଉଲ ଫିତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 24, 2020

ଆଜି ପବିତ୍ର ଇଦ୍ ଉଲ ଫିତର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଇଦ୍। ଇସଲାମ ଧର୍ମାବଲମ୍ବୀଙ୍କ ବଡ଼ ପର୍ବ ଇଦ୍ ଉଲ୍ ଫିତର। ସାରା ଦେଶରେ ହର୍ଷ ଉଲ୍ଲାସର ସହ ପାଳନ ହେଉଛି ଏହି ପର୍ବ। ରବିବାର ଚାନ୍ଦ ଦେଖିବା ପରେ ଆଜି ଇଦ-ଉଲ୍-ଫିତର୍ ପାଳୁଛନ୍ତି ମୁସଲିମ୍ ଧର୍ମାବଲମ୍ବୀ। ମାସ ଯାକ ରୋଜା ପାଳିଥିବା ମୁସଲିମ ଭାଇ ଭଉଣୀମାନେ ଏହି ଦିନରେ ପରସ୍ପରକୁ ଶୁଭେଚ୍ଛା ଜଣାଇଥାନ୍ତି।

ଇଦ୍-ଉଲ୍-ଫିତରରେ ସମୂହ ନମାଜ ପାଠ କରାଯାଇଥାଏ। ଏଥର କରୋନା କଟକଣା ଲାଗି ମସଜିଦ୍ ବନ୍ଦ ଥିବାରୁ ସମୂହ ନମାଜ ପାଠକୁ ଅନୁମତି ମିଳିନାହିଁ। ଘରେ ବସି ନମାଜ ପାଠ କରିବାକୁ ମୁସଲିମ ଧର୍ମଗୁରୁମାନେ ଅନୁରୋଧ କରିଛନ୍ତି। ସେହିଭଳି କୋଭିଡ୍ ଗାଇଡଲାଇନରେ କଡ଼ାକଡ଼ି ପାଳନ କରିବାକୁ ମଧ୍ୟ ସମସ୍ତଙ୍କୁ ନିବେଦନ କରାଯାଇଛି।



from Odisha Reporter https://ift.tt/3efyRDH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages