ଟ୍ରଲର-ଟ୍ରକ ମୁହାଁମୁହିଁ ଧକ୍କା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 31, 2020

ଟ୍ରଲର-ଟ୍ରକ ମୁହାଁମୁହିଁ ଧକ୍କା

ଆଠଗଡ଼(ନୀଳକଣ୍ଠ ଦୋରା): କଟକ ଜିଲ୍ଲା ଗୁରୁଡ଼ିଝଟିଆ ଥାନା ଅନ୍ତର୍ଗତ ୫୫ ନମ୍ୱର ଜାତୀୟ ରାଜପଥର ଓରନ୍ଦା ନିକଟରେ ଆଜି ସକାଳେ ଏକ ଟ୍ରଲର ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ଉଭୟ ଟ୍ରଲର ଓ ଟ୍ରକ ଡ୍ରାଇଭର  ଗୁରୁତର ହୋଇଛନ୍ତି।

ସ୍ଥାନୀୟ ଲୋକେ ପ୍ରଥମେ ଟ୍ରକ୍‌ ଡ୍ରାଇଭରଙ୍କୁ ଉଦ୍ଧାର କରି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଏନେଇ ଖବର ପାଇ ପୁଲିସ୍ ଓ ଆଠଗଡ଼ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି  ଚାପି ହୋଇ ରହିଥିବା ଟ୍ରଲର ଡ୍ରାଇଭରଙ୍କୁ ଗାଡ଼ିରୁ ଉଦ୍ଧାର କରିଥିଲେ। ଏହାପରେ ତାଙ୍କୁ ମଧ୍ୟ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରିଯାଇଛି।



from Odisha Reporter https://ift.tt/2XldTOn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages