ଭାଇକୁ ଟାଙ୍ଗିଆରେ ହାଣିଲା ନାବାଳକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

ଭାଇକୁ ଟାଙ୍ଗିଆରେ ହାଣିଲା ନାବାଳକ

ରେଢାଖୋଲ(ରମାକାନ୍ତ ମହାନନ୍ଦ): ସମ୍ବଲପୁର ଜିଲ୍ଲା ଯୁଯୁମରା ଥାନାର ତଲିମାଲ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସଂପର୍କୀୟ ଭାଇକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ନାବାଳକ ।

ଗତକାଲି ବିଳମ୍ବିତ ରାତିରେ ଜଣେ ନାବାଳକ ୨୮ ବର୍ଷର ସଂପର୍କୀୟ ଭାଇ ବିଳାସନ ମୁଣ୍ଡାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛି। ଘଟଣା ପରେ ସଂପୃକ୍ତ ନାବାଳକ ଫେରାର ହୋଇଯାଇଛି । ଯୁଯୁମରା ପୁଲିସ୍‌ ଓ ରେଢ଼ାଖୋଲ୍ ଏସ୍‌ଡିପିଓ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛନ୍ତି ।



from Odisha Reporter https://ift.tt/2N6XmaT

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages