ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 28, 2020

ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଆନନ୍ଦପୁର (ମୁନା ସିଂହ): ବିଷାକ୍ତ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ପୌରପରିଷଦ ଅନ୍ତର୍ଗତ ଫକୀରପୁରର ମଲ୍ଲିକ ସାହିରେ ଗତକାଲି ରାତି ଏହି ଘଟଣା ଘଟିଛି। ସେ ଶୋଇଥିବା ବେଳେ ତାଙ୍କୁ ସାପ କାମୁଡ଼ି ଦେଇଥିଲା। ମୃତ ମହିଳାଙ୍କ ନାଁ ପୁନି ମଲ୍ଲିକ।

ପୁନି ବିବାହ କରିଥିଲେ। ତେବେ ୨ ମାସ ହେଲା ସେ ଏଠାରେ ତାଙ୍କ ବାପ ଘରେ ରହୁଥିଲେ।

ସାପ କାମୁଡ଼ିବା ପରେ  ପରିବାର ଲୋକେ ତାଙ୍କୁ ତୁରନ୍ତ ଆନନ୍ଦପୁର ମେଡିକାଲ ନେଇ ଆସିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

The post ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ appeared first on Odisha Reporter.



from Odisha Reporter https://ift.tt/3g57T2v

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages