ଆଜି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 24, 2020

ଆଜି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆଜି ସକାଳ ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବଢି ଚାଲିଥିବାରୁ ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି । ମହାନଦୀ ଅବବାହିକାରେ ବସବାସ କରୁଥିବା ଜନସାଧାରଣଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଛି।

The post ଆଜି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌ appeared first on Odisha Reporter.



from Odisha Reporter https://ift.tt/37YpN4h

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages