ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମହିଳା ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 23, 2020

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମହିଳା ମୃତ

ଛତ୍ରପୁର (ଆଲୋକ ଗୌଡ଼): କୂଅରୁ ପାଣି ବାହାର କରୁଥିବା ବେଳେ ବିଦ୍ୟୁତ୍‌ ତାର ଲାଗି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ଗଞ୍ଜାମ ଜିଲ୍ଲା ବୁଗୁଡା ଏନଏଏସିର ଗୋଲାମୁଣ୍ଡୁଳା ଗାଁର ଗୀତାଞ୍ଜଳି ଡାକୁଆ।

ଗତକାଲି ଗୀତାଞ୍ଜଳି ଘରର ବାଡ଼ି ପଟ କୂଅରୁ ପାଣି ଆଣିବାକୁ ଯାଇଥିଲେ। ଏହି ସମୟରେ ସେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ।  ପରିବାର ଲୋକଗୁରୁତର ଅବସ୍ଥାରେ ଉଦ୍ଧାର କରି ତାଙ୍କୁ ବୁଗୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

The post ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମହିଳା ମୃତ appeared first on Odisha Reporter.



from Odisha Reporter https://ift.tt/2VdCEKL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages