ମାଛର ନାଁ ‘କଣା ବୁଦା’, ଓଜନ ୪୦ କିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 19, 2020

ମାଛର ନାଁ ‘କଣା ବୁଦା’, ଓଜନ ୪୦ କିଲା

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ଜାଲରେ ପଡ଼ିଲା ୪୦ କିଲୋ ଓଜନର ମାଛ। ବୌଦ୍ଧ ଜିଲ୍ଲା ଟୁଟୁସିଙ୍ଗା ଗାଁର ଶ୍ରୀପତି ବେହେରା ନିକଟସ୍ଥ ଆଜି ସକାଳେ ମହାନଦୀକୁ ମାଛ ଧରିବାକୁ ଯାଇଥିବା ବେଳେ ଏପରି ଏକ ମାଛ ତାଙ୍କ ଜାଲରେ ପଡ଼ିଛି।

ମାଛର ନାଁ କଣା ବୁଦା। ପ୍ରାୟ ୪ ଫୁଟ ଲମ୍ବର ଏହି ମାଛର ଓଜନ ୪୦ କେଜି ହୋଇଥିବା ବେଳେ ଏହାର ଆନୁମାନିକ ମୂଲ୍ୟ ୧୦ ହଜାର ଟଙ୍କା ହେବ ବୋଲି ଜଣାଯାଇଛି। ଖବର ପ୍ରଚାରିତ ହେବା ପରେ ମାଛ ଦେଖିବା ପାଇଁ ଲୋକଙ୍କ ଭିଡ଼ ବଢ଼ିଥିଲା। ଏହାପରେ ମାଛଟି ସ୍ଥାନୀୟ ଅଞ୍ଚଳରେ ବିକ୍ରି ହୋଇଥିବା ଜଣାଯାଇଛି।



from Odisha Reporter https://ift.tt/2UW89Jd

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages