ଆଖି ବୁଜିଲେ କରୋନା ଆକ୍ରାନ୍ତ ମହିଳା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 10, 2020

ଆଖି ବୁଜିଲେ କରୋନା ଆକ୍ରାନ୍ତ ମହିଳା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା  ଭୁବନେଶ୍ୱର ବାସିନ୍ଦା ହୋଇଥିବା ବେଳେ ତାଙ୍କ ବୟସ  ୩୮ ବର୍ଷ।

 

ମହିଳା କରୋନା ସଂକ୍ରମିତ ହୋଇଥିଲେ ବି ଦୀର୍ଘ ଦିନ ହେଲା ସେ ସୋରିଆସିସ୍ ରୋଗରେ ପୀଡ଼ିତ ଥିଲେ।  ସେପ୍ଟିକ ସକ୍ ଓ ମଲ୍ଟି ଅର୍ଗାନ ଫେଲ୍ ପାଇଁ ଆଜି ତାଙ୍କର ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି ।

ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ଏହି ମୃତ୍ୟୁ କରୋନା ଜନିତ ନୁହେଁ ବୋଲି ଦର୍ଶାଇବା ସହ ଅଦର ଦାନ୍ କୋଭିଡ୍ ପାଇଁ ଥିବା ସ୍ଥାନରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି କରାଯାଇଛି । ତେବେ କରୋନା ଜନିତ ମୃତ୍ୟୃ ସଂଖ୍ୟା ୯ରେ ସ୍ଥିର ରହିଥିବା ସ୍ୱାସ୍ଥ୍ୟ ବିଭାଗ  ୱେବସାଇଟରେ ଦର୍ଶାଇଛି।



from Odisha Reporter https://ift.tt/2Yn2nBl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages