ଆଜିଠୁ ଯୁକ୍ତ ଦୁଇ ଅଫ୍‌ଲାଇନ୍ ଖାତା ଦେଖା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 7, 2020

ଆଜିଠୁ ଯୁକ୍ତ ଦୁଇ ଅଫ୍‌ଲାଇନ୍ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅଫ୍‌ଲାଇନ୍ ଖାତା ଦେଖା । ରାଜ୍ୟର ମୋଟ୍ ୬୬ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ମୂଲ୍ୟାୟନ ହେବ। କଳା, ବାଣିଜ୍ୟ ଓ ଧନ୍ଦାମୂଳକ ବିଷୟ ଉପରେ ଖାତା ଦେଖା ଆରମ୍ଭ ହେବ । ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ ବୋଲି ଜଣାପଡ଼ିଛି ।

ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ ଟା ପର୍ଯ୍ୟନ୍ତ ପ୍ରଥମ ସିଫ୍ଟ ଓ ଦିନ ୧ଟା ୩୦ରୁ ସନ୍ଧ୍ୟା  ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ । ସେପଟେ କରୋନା ମହାମାରୀ ନେଇ ଖାତା ଦେଖା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ହୋଇଛି । ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ନେଇ ବିଶେଷ ଧ୍ୟାନ ଦିଆଯିବ ।



from Odisha Reporter https://ift.tt/3eYbe2U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages