କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ, ଆଖି ବୁଜିଲେ ପ୍ରବାସୀ ମହିଳା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ଥିଲେ, ଆଖି ବୁଜିଲେ ପ୍ରବାସୀ ମହିଳା

ନୂଆପଡା(ମାୟାଧର ସରାଫ): ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଲିଟିଗୁଡା କ୍ୱାରେଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ଜନୈକ ପ୍ରବାସୀ ଓଡିଆ ବିଧବା ମହିଳା ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୢତକ ସିନାପାଲି ବ୍ଲକ ଖର୍ସେଲ ଗାଁର ମଦନା ମାଝୀ ବୋଲି ଜଣା ପଡିଛି। ମଦନା ମାଝୀ ତାମିଲନାଡୁକୁ ଦାଦନ ଖଟିବାକୁ ଯାଇଥିଲେ । ସେ ଗତ ୧୩ ତାରିଖରେ ତାମିଲନାଡୁରୁ ଫେରି ଲିଟିଗୁଡା ଟିଏମସିରେ ରହୁଥିଲେ ।

ଗତକାଲି ଗଳା ଓ ଛାତିରେ ଯନ୍ତ୍ରଣା ଅନୁଭଵ କରିବାରୁ ସେ ଟିଏମସି ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ଜଣାଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ସିନାପାଲି ଡାକ୍ତରଖାନା ଓ ପରେ ଖଡିଆଳ ଡାକ୍ତରଖାନାରେ ଭର୍ତ୍ତି କରା ଯାଇ ଥିଲା । ଖଡିଆଳ ଡାକ୍ତରଖାନାରେ ତାଙ୍କୁ ମୃତ ଘୋଷଣା କରାଯାଇଥିଲା । ସିନାପାଲି ପୁଲିସ୍‌ ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି । ମୃତ୍ୟୁର କାରଣ ଜଣା ପଡି ନାହିଁ ।



from Odisha Reporter https://ift.tt/2UPjGtN

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages