ଲୋକେ ମାନିଲେନି କଟକଣା; ଉମରକୋଟକୁ ଶଟଡାଉନ୍‌ ଘୋଷଣା କଲେ ଜିଲ୍ଲାପାଳ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 26, 2020

ଲୋକେ ମାନିଲେନି କଟକଣା; ଉମରକୋଟକୁ ଶଟଡାଉନ୍‌ ଘୋଷଣା କଲେ ଜିଲ୍ଲାପାଳ

ଉମରକୋଟ(କାର୍ତ୍ତିକ ମଲ୍ଲିକ): ସାମାଜିକ ଦୂରତ୍ୱ ଓ ମାସ୍କ ବ୍ୟବହାର ନିୟମକୁ ଅଣଦେଖା କରାଯାଉଥିବାରୁ ନବରଙ୍ଗପୁର ଜିଲ୍ଲାର ଉମରକୋଟ ପୌରାଞ୍ଚଳ ଓ ବ୍ଲକକୁ ଶଟଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ । ଗତକାଲି ମଧ୍ୟରାତ୍ରରୁ ଏହି କଟକଣା ଲାଗୁ ହୋଇଛି।   ଆସନ୍ତା ୨୯ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ଘୋଷଣା କରିଛନ୍ତି ଜିଲ୍ଲାପାଳ ଡ. ଅଜିତ କୁମାର ମିଶ୍ର । ଏହି ସମୟ ମଧ୍ୟରେ ଜରୁରୀକାଳିନ ସେବାକୁ ଛାଡି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିବ ।

ଉମରକୋଟ ପୌରପାଳିକା ପକ୍ଷରୁ ଏନେଇ ଡାକବାଜୀ ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଅବଗତ କରାଯାଇଛି । ଏହି ସମୟ ମଧ୍ୟରେ ଶଟଡାଉନ୍‌ କଟକଣା ଭାଙ୍ଗିବା ବ୍ୟକ୍ତିଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।

The post ଲୋକେ ମାନିଲେନି କଟକଣା; ଉମରକୋଟକୁ ଶଟଡାଉନ୍‌ ଘୋଷଣା କଲେ ଜିଲ୍ଲାପାଳ appeared first on Odisha Reporter.



from Odisha Reporter https://ift.tt/3g6ga6z

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages