ଭାରତ-ବାଂଲାଦେଶ ସୀମାରେ ଭୂକମ୍ପ ଝଟକା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 2, 2020

ଭାରତ-ବାଂଲାଦେଶ ସୀମାରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ: ଭାରତ-ବାଂଲାଦେଶ ସୀମାରେ ବୁଧବାର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୩ ରହିଛି। ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ର (ଏନସିଏସ)ର ସୂଚନା ଅନୁଯାୟୀ ସକାଳ ୭ଟା ୧୦ ମିନିଟ୍ ସମୟରେ ଏହି ଭୂମିକମ୍ପ ହୋଇଛି।

ତେବେ ଭୂମିକମ୍ପର କାରଣ ଏଯାବତ ଜଣାପଡ଼ି ନାହିଁ। ସୂଚନାଯୋଗ୍ୟ, ଏହା ପୂର୍ବରୁ ଗତମାସରେ ଦିଲ୍ଲୀ-ଏନସିଆରରେ ଦୁଇ ଥର ଭିନ୍ନ ଭିନ୍ନ ସମୟରେ ଭୂମିକମ୍ପ ହୋଇଥିଲା। ଦିଲ୍ଲୀ-ଏନସିଆରରେ ହୋଇଥିବା ଭୂମିକମ୍ପ ତୀବ୍ରତା ରିକ୍ଟର ସ୍କେଲରେ ୪.୬ ଓ ୩.୫ ଥିଲା।



from Odisha Reporter https://ift.tt/2U4zXe5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages