ବ୍ରହ୍ମଗିରି ଗାଁ ଶଟ୍ ଡାଉନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

ବ୍ରହ୍ମଗିରି ଗାଁ ଶଟ୍ ଡାଉନ

ବ୍ରହ୍ମଗିରି(ରବି ନାରାୟଣ ପୂଜାରୀ): ପୁରୀ ଜିଲ୍ଲା ବ୍ରହ୍ମଗିରି ଗାଁରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଏହି ଗାଁକୁ  ଶଟ୍ ଡାଉନ ଘୋଷଣା କରାଯାଇଛି। ଆଜି ସକାଳ ୧୦ଟାରୁ ସୋମବାର ସକାଳ ୯ ଟା ପର୍ଯ୍ୟନ୍ତ ଏହି  ଶଟ୍‌ଡାଉନ୍‌ କଟକଣା ବଳବତ୍ତର ରହିବ। ବ୍ରହ୍ମଗିରି ସରପଞ୍ଚ ମଧୁସ୍ମିତା ସାହୁ ଏହି ଘୋଷଣା କରିଛନ୍ତି। ଗାଁର ପ୍ରତିଟି ପ୍ରବେଶ ପଥକୁ ସିଲ୍ କରି ଦିଆଯାଇଛି। ଏହାସହ ଗାଁକୁ ବାହାର ଲୋକ ଆସିବେ ନାହିଁ କି, ଗାଁ ଲୋକେ ବାହାରକୁ ଯିବେ ନାହିଁ ବୋଲି କୁହାଯାଇଛି।

ତେବେ କରୋନା ସଂକ୍ରମଣରୁ ମୁକ୍ତି ପାଇଁ ସରପଞ୍ଚଙ୍କ ଏହି ନିଷ୍ପତ୍ତିକୁ ପଞ୍ଚାୟତବାସୀ ସମର୍ଥନ କରିଛନ୍ତି।



from Odisha Reporter https://ift.tt/3frSQzy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages