୧୫ ଜୁନ୍, ସୋମବାର: ଦ୍ୱନ୍ଦ୍ୱ ଭିତରେ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 14, 2020

୧୫ ଜୁନ୍, ସୋମବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ: ଆୟଠାରୁ ବ୍ୟୟ ଅଧିକ ହେବ। ସ୍ତ୍ରୀ ସହ ମତାନ୍ତର ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ: କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ। ଆଶା କରିଥିବା କାମଟି ସମ୍ପୂର୍ଣ୍ଣ ହେବ। ବଡ ଭାଇଙ୍କଠାରୁ ସ୍ନେହ ଆଦର ପାଇବେ।

ମିଥୁନ: ଦିନଟି ଭଲରେ କଟିବ। ବ୍ୟବସାୟରେ ଅଧିକ ଲାଭ ହେବ। ଗାଈକୁ ଖାଇବାକୁ ଦିଅନ୍ତୁ।

କର୍କଟ: ଧର୍ମାନୁଷ୍ଠାନ କାର୍ଯ୍ୟରେ ମନ ନିବେଶ କରିବେ। ଛାତ୍ରଛାତ୍ରୀମାନେ ଲେଖାପଢ଼ାରେ ମନ ବଳାଇବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ସିଂହ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ବିଚ୍ଛା: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅଳଙ୍କାର କିଣିବେ।

ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

ମକର: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।

କୁମ୍ଭ: ବ୍ୟବସାୟରେ ପରିବର୍ତ୍ତନ କରନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି। ବନ୍ଧୁଙ୍କ ସହ ସମୟ ବିତାଇବେ।

ମୀନ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଦ୍ୱନ୍ଦ୍ୱ ଭିତରେ ରହିବେ।



from Odisha Reporter https://ift.tt/2YE0iBb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages