ନବରଙ୍ଗପୁର ଜିଲ୍ଲା ସପ୍ତାହାନ୍ତ ସଟ୍ ଡାଉନ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 30, 2020

ନବରଙ୍ଗପୁର ଜିଲ୍ଲା ସପ୍ତାହାନ୍ତ ସଟ୍ ଡାଉନ୍

ନବରଙ୍ଗପୁର(ନବଘନ ବିଶୋୟୀ): ନବରଙ୍ଗପୁର ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୨ରେ ପହଞ୍ଚିଲାଣି।  ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସପ୍ତାହାନ୍ତ ସଟ୍ ଡାଉନ୍ ଘୋଷଣା କରାଯାଇଛି। ପ୍ରତି ଶନିବାର ଓ ରବିବାର ଶଟଡାଉନ୍‌ ହେବ ନବରଙ୍ଗପୁର ଜିଲ୍ଲା।

ଜୁଲାଇ ୩୧ ତାରିଖ ଯାଏଁ ଏହି କଟକଣା ଲାଗୁ ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ଅନ୍ୟ ଦିନରେ ସକାଳ ୭ରୁ ଅପରାହ୍ନ ୨ଟା ଯାଏଁ ଖୋଲା ରହିବ ଦୋକାନ, ବଜାର। ରାତ୍ରକାଳୀନ କର୍ଫ୍ୟୁରେ କୌଣସି ସ୍ଥାନରେ ୭ରୁ ଅଧିକଙ୍କୁ ଏକାଠି ହେବାକୁ ବାରଣ କରାଯାଇଛି । କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି।

The post ନବରଙ୍ଗପୁର ଜିଲ୍ଲା ସପ୍ତାହାନ୍ତ ସଟ୍ ଡାଉନ୍ appeared first on Odisha Reporter.



from Odisha Reporter https://ift.tt/2BPhawV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages