ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, June 11, 2020

ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

୧୧ କିମ୍ବା ୧୨ ତାରିଖରେରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ନେଇ ପାଣିପାଗ ଅକଳନ କରିଥିଲା। ପାଣିପାଗ ବିଭାଗ ଆକଳନ ଅନୁସାରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁଛି।



from Odisha Reporter https://ift.tt/2XTQvb0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages