କଂକ୍ରିଟ ପିଲର ତଳେ ଚାପି ହୋଇଗଲେ ଶ୍ରମିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 24, 2020

କଂକ୍ରିଟ ପିଲର ତଳେ ଚାପି ହୋଇଗଲେ ଶ୍ରମିକ

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଅଙ୍ଗାରଗଡ଼ିଆ ନିକଟରେ ଚାଲିଥିବା ନିର୍ମାଣାଧୀନ ରେଲୱେ ବ୍ରିଜରେ ଅଘଟଣ ଘଟିଛି। କଂକ୍ରିଟ ବିମ୍‌ ତଳେ ଚାପିହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତ ଶ୍ରମିକଜଣଙ୍କ ହେଲେ ସୋନା ସୋରେନ। ତାଙ୍କ ଘର ଟେଲଙ୍ଗାସାହି ବୁଲନବସାରେ ବୋଲି ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ସୋନା ଏକ ଟ୍ରାକ୍ଟରରେ ଏକ କଂକ୍ରିଟ ପିଲରକୁ ନେଇ ଅନ୍ୟ ସ୍ଥାନକୁ ଯାଉଥିବା ବେଳେ ଟ୍ରାକ୍ଟରଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଶ୍ରମିକଜଣକ ପିଲର ତଳେ ଚାପି ହୋଇ ଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ତେବେ ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଥିଲା। ସହଦେଵଖୁଣ୍ଟା ପୁଲିସ୍ ଓ ଜିଆରପି ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

The post କଂକ୍ରିଟ ପିଲର ତଳେ ଚାପି ହୋଇଗଲେ ଶ୍ରମିକ appeared first on Odisha Reporter.



from Odisha Reporter https://ift.tt/3fT5mII

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages