ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 3, 2020

ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୮ରେ ପହଞ୍ଚି ଯାଇଛି।

ଆକ୍ରାନ୍ତଙ୍କ ମଧ୍ୟରୁ ୧୦୫୪ ଜଣ ଚିକିତ୍ସାଧୀନ ଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଆଉ ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିଲେ ବି ସେମାନଙ୍କର ଏଥିଯୋଗୁ ମୃତ୍ୟୁ ଘଟି ନଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ବାକିମାନେ ସୁସ୍ଥ ହୋଇସାରିଛନ୍ତି।


ନୂତନ ଭାବେ ଚିହ୍ନଟ ଏହି ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ। ଅନ୍ୟ ୧୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି।



from Odisha Reporter https://ift.tt/2XTPwpP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages