ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ ଦର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 15, 2020

ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ ଦର

ନୂଆଦିଲ୍ଲୀ: କ୍ରମାଗତ ଦଶମ ଦିନ ପାଇଁ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ପେଟ୍ରୋଲ ଲିଟର ପିଛା ୪୭ ପଇସା ଓ ଡିଜେଲ ଲିଟର ପିଛା ୫୭ ପଇସା ବଢ଼ିଛି। ଗତକାଲି ପେଟ୍ରୋଲ ଓ ଡିଜେଲ ଲିଟର ପିଛା ଯଥାକ୍ରମେ ୪୮ ପଇସା ଓ ୫୯ ପଇସା ବଢ଼ିଥିଲା।

ଆଜିର ନୂଆ ଦର ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୭୬.୭୩ ଟଙ୍କା ଓ ଡିଜେଲ ଲିଟର ପିଛା ୭୫.୧୯ ଟଙ୍କା ହୋଇଛି। ସେହିପରି ମୁମ୍ବାଇରେ ପେଟ୍ରୋଲର ଲିଟର ପିଛା ଦର ୮୩.୬୨ ଟଙ୍କା ଓ ଡିଜେଲ ୭୩.୭୫ ଟଙ୍କା ରହିଛି।

ଚେନ୍ନାଇରେ ଲିଟର ପିଛା ୮୦.୩୭ ଟଙ୍କାରେ ପେଟ୍ରୋଲ ମିଳୁଥିବା ବେଳେ ଡିଜେଲ ଦର ୭୩.୧୭ ଟଙ୍କା ହୋଇଛି। କୋଲକାତାରେ ପେଟ୍ରୋଲର ଲିଟର ପିଛା ଦର ୭୮.୫୫ ଟଙ୍କା ଓ ଡିଜେଲ ୭୦.୮୪ ଟଙ୍କାରେ ମିଳୁଛି।

ଏହି ୧୦ ଦିନ ମଧ୍ୟରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୫ ଟଙ୍କାରୁ ଅଧିକ ବଢ଼ି ସାରିଛି।



from Odisha Reporter https://ift.tt/2Y587kj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages