ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୮ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୭୪ କରୋନା ଆକ୍ରାନ୍ତ । ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୫୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୧୭୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୧୪୬ ଓ ୨୮ଟି ଲୋକାଲ୍ କେସ୍ ଥିବା ଜଣାଯାଇଛି। ରାଜ୍ୟରେ ସମୁଦାୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୫୧୨ରେ ପହଞ୍ଚିଛି। ସେଥିମଧ୍ୟରୁ ୩୦୪୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୪୫୧ ଜଣ ଚିକିତ୍ସାଧୀନ ଅଛନ୍ତି।
from Odisha Reporter https://ift.tt/2Yc8Y2E
No comments:
Post a Comment