ତିନି ଆତଙ୍କବାଦୀ ନିପାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 2, 2020

ତିନି ଆତଙ୍କବାଦୀ ନିପାତ

ଶ୍ରୀନଗର: ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ତିନି ଆତଙ୍କବାଦୀ ନିପାତ ହୋଇଛନ୍ତି। ଜମ୍ମୁ କଶ୍ମୀରର ପୁଲଓ୍ୱାମା ଜିଲ୍ଲାରେ ଆଜି ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏ ନେଇ ଜମ୍ମୁ କଶ୍ମୀର ପୁଲିସ୍ ସୂଚନା ଦେଇଛି।

ଆତଙ୍କବାଦୀ ଲୁଚି ରହିଥିବା ନେଇ ସୂଚନା ମିଳିବା ପରେ ଦକ୍ଷିଣ କଶ୍ମୀରରେ ଥିବା କଙ୍ଗନ ଅଞ୍ଚଳରେ ସକାଳୁ ସକାଳୁ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ ଓ ପୁଲିସ୍। ମୃତ ତିନି ଜଣଙ୍କର ପରିଚୟ ସ୍ପଷ୍ଟ କରିନାହିଁ ପୁଲିସ୍।



from Odisha Reporter https://ift.tt/36ZOuwD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages