୧୯ ଜିଲ୍ଲାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 28, 2020

୧୯ ଜିଲ୍ଲାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୯ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୧ଟି ହେଉଛି ଲୋକାଲ କେସ୍। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୮୫୯ରେ ପହଞ୍ଚିଥିବା ବେଳେ ୪୭୪୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି। ରାଜ୍ୟର ବିଭିନ୍ନ ହସ୍ପିଟାଲରେ ୨୦୮୬ ଆକ୍ରାନ୍ତ ଚିକିତ୍ସିତ ଅଛନ୍ତି।

The post ୧୯ ଜିଲ୍ଲାରୁ ୨୪୫ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସବୁଠୁ ଅଧିକ appeared first on Odisha Reporter.



from Odisha Reporter https://ift.tt/3eHVr8L

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages