ତିନି ଆତଙ୍କବାଦୀ ନିପାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, June 28, 2020

ତିନି ଆତଙ୍କବାଦୀ ନିପାତ

ଶ୍ରୀନଗର: ତିନି ଆତଙ୍କବାଦୀଙ୍କୁ ନିପାତ କଲେ ସୁରକ୍ଷାକର୍ମୀ। ସୋମବାର ସକାଳେ ଜମ୍ମୁ କଶ୍ମୀରର ଅନନ୍ତନାଗରେ ସୁରକ୍ଷାକର୍ମୀ ଏନକାଉଣ୍ଟର କରି ତିନି ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି।

ଆତଙ୍କବାଦୀମାନେ ଦକ୍ଷିଣ କଶ୍ମୀରର ଖୁଲଚୋରା ଅଞ୍ଚଳର ଲୁଚିଥିବା ଜଣାପଡ଼ିବା ପରେ ସୁରକ୍ଷାକର୍ମୀମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହାପରେ  ସୁରକ୍ଷାକର୍ମୀମାନଙ୍କୁ ଉପରକୁ ଆତଙ୍କବାଦୀ ଗୁଳି ଚଳାଇଥିଲେ। ଏବେ ବି ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମିୟ ଚାଲିଥିବା ଜଣାପଡ଼ିଛି। ମୃତ ଆତଙ୍କବାଦୀଙ୍କ ପାଖରୁ ଏକ-47 ବନ୍ଧୁକ ଦୁଇଟି ପିସ୍ତଲ ଜବତ କରାଯାଇଥିବା ସ୍ଥଳ ସେନା ପକ୍ଷରୁ ସୂଚନା ମିଳିଛି।

ତେବେ ମୃତ ଆତଙ୍କବାଦୀଙ୍କର ଚିହ୍ନଟ ହୋଇନାହିଁ।

The post ତିନି ଆତଙ୍କବାଦୀ ନିପାତ appeared first on Odisha Reporter.



from Odisha Reporter https://ift.tt/3ifpmYe

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages