ଚିହ୍ନଟ ହେଲେ ୧୭୫ ଆକ୍ରାନ୍ତ, ଗଜପତିରେ ସବୁଠୁ ଅଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, June 16, 2020

ଚିହ୍ନଟ ହେଲେ ୧୭୫ ଆକ୍ରାନ୍ତ, ଗଜପତିରେ ସବୁଠୁ ଅଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ୧୪୫ ଓ ୩୦ଟି ଲୋକାଲ୍ କେସ୍ ଥିବା ଜଣାଯାଇଛି।

ଗଜପତିରୁ ସର୍ବାଧିକ ୫୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୧ ଅଗ୍ନିଶମ କର୍ମଚାରୀ ଅଛନ୍ତି।

ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୯୭୪ ଜଣ ସୁସ୍ଥ ହୋଇ ସାରିଛନ୍ତି ଓ ୧୩୫୦ ଜଣ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/37zZGAB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages