ଅମ୍ଫାନ ଉଦ୍ଧାରକାରୀ ଦଳର ୫୪ ଯବାନ କରୋନାରେ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 10, 2020

ଅମ୍ଫାନ ଉଦ୍ଧାରକାରୀ ଦଳର ୫୪ ଯବାନ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ଅମ୍ଫାନ’ ପରେ ପୁନରୁଦ୍ଧାର ପାଇଁ ପଶ୍ଚିମବଙ୍ଗ ଯାଇ ODRAF/NDRF/ FIREର  ୫୪ ଯବାନ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହା ପୂର୍ବରୁ କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଯବାନ ‘କରୋନା’ରେ ଆକ୍ରାନ୍ତ ହୋଇଥିଲେ।

ସୂଚନାରୁ ପ୍ରକାଶ, ବାତ୍ୟା ଅମ୍ଫାନର ମୁକାବିଲା ପାଇଁ ୧୬୭  NDRF ଯବାନ ପଶ୍ଚିମବଙ୍ଗ ଯାଇଥିଲେ। ଉଦ୍ଧାର କାର୍ଯ୍ୟ ପରେ ସେମାନେ ଓଡ଼ିଶା ଫେରିବା ପରେ କ୍ୱାରେଣ୍ଟାଇନ୍‌ରେ ରହିଥିଲେ। ଏହି ସମୟ ଭିତରେ ଜଣେ ଯବାନଙ୍କ ରକ୍ତ ଓ ସ୍ୱାବ୍‌ ଟେଷ୍ଟ ପାଇଁ ପଠା ଯାଇଥିଲା। ତାଙ୍କ ରିପୋର୍ଟ ପଜିଟିଭ୍‌ ଆସିଥିଲା। ପରେ ଅନ୍ୟ ସମସ୍ତଙ୍କ ରକ୍ତ ଓ ସ୍ୱାବ୍‌ ଟେଷ୍ଟ କରାଯାଇଥିଲା।



from Odisha Reporter https://ift.tt/2UxqJqO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages