ଜାତୀୟ ରାଜପଥରୁ ମିଳିଲା ମହିଳାଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 13, 2020

ଜାତୀୟ ରାଜପଥରୁ ମିଳିଲା ମହିଳାଙ୍କ ମୃତଦେହ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱରର ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ତଳନଗର ନିକଟରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ।

ସୂଚନା ଅନୁସାରେ, ଗତକାଲି ବିଳମ୍ବିତ ରାତିରେ ତଳନଗର ଜାତୀୟ ରାଜପଥ ଉପରେ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିଥିଲେ। ଏନେଇ ସୋର ପୁଲିସକୁ ଖବର ଦେଇଥିଲେ। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ମହିଳାଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି।



from Odisha Reporter https://ift.tt/3hks1PI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages