ଦୁଇ ଯନ୍ତ୍ରୀ ନିଲମ୍ବିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, June 26, 2020

ଦୁଇ ଯନ୍ତ୍ରୀ ନିଲମ୍ବିତ

ଜୁନାଗଡ଼ (ଇଙ୍ଗିତ ପଣ୍ଡା): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିମ୍ନମାନର କାମ ଅଭିଯୋଗରେ କଳାହାଣ୍ଡିର ଦୁଇଜଣ ଯନ୍ତ୍ରୀଙ୍କୁ ନିଲମ୍ବନ କରାଯାଇଛି । ନିଲମ୍ବିତ ଯନ୍ତ୍ରୀଦ୍ୱୟ ହେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁମିତ ମିଞ୍ଜ ଓ କନିଷ୍ଠ ଯନ୍ତ୍ରୀ କେଶବ ଚନ୍ଦ୍ର ନାଏକ।

ସୂଚନାଯୋଗ୍ୟ, ସାନକେନ୍ଦୁଗୁଡା-ପାଇକପଡ଼ା-ଜୟନ୍ତପୁର ପ୍ରଧାନମନ୍ତ୍ରୀ ରାସ୍ତା ନିର୍ମାଣ ନିମନ୍ତେ ୪ କୋଟି ୯୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଥିଲା। ହେଲେ ଉକ୍ତ କାମ ନିମ୍ନମାନର ହେଉଥିବା ନେଇ ସ୍ଥାନୀୟ ଲୋକ ବିଭାଗୀୟ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲେ। ଏ ନେଇ ଗତମାସରେ ମୁଖ୍ୟ ଯନ୍ତ୍ରୀ ତଦନ୍ତ କରିବା ସହ ଦୁର୍ନୀତିରେ ସଂଶ୍ଲିଷ୍ଟ ଥିବା ଅଭିଯୋଗରେ ଦୁଇ ଯନ୍ତ୍ରୀଙ୍କୁ ନିଲମ୍ବନ କରିଥିବା ଜଣାଯାଇଛି।

The post ଦୁଇ ଯନ୍ତ୍ରୀ ନିଲମ୍ବିତ appeared first on Odisha Reporter.



from Odisha Reporter https://ift.tt/2A5EIgq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages