ଆଜି ପହଞ୍ଚିବ ସହିଦ ୨ ଯବାନଙ୍କ ମରଶରୀର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

ଆଜି ପହଞ୍ଚିବ ସହିଦ ୨ ଯବାନଙ୍କ ମରଶରୀର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୂର୍ବ ଲଦାଖର ଗଲୱାନ ଘାଟିରେ ଭାରତ-ଚୀନ ମଧ୍ୟରେ ହୋଇଥିବା ସଂଘର୍ଷରେ ସହିଦ ହୋଇଥିବା ଦୁଇ ଓଡିଆ ଯବାନଙ୍କ ପାର୍ଥିବ ଶରୀର ଆଜି ଭୁବନେଶ୍ୱରରେ ପହଞ୍ଚିବ । ଅପରାହ୍ନ ୨ଟା ବେଳେ ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ସେମାନଙ୍କ ମର ଶରୀର ବିମାନ ବନ୍ଦରରେ ପହଞ୍ଚିବ ବୋଲି ସେନା ପକ୍ଷରୁ ସୂଚନା ମିଳିଛି ।

ଚୀନ ସହ ରକ୍ତାକ୍ତ ସଂଘର୍ଷରେ କନ୍ଧମାଳ ଜିଲ୍ଲା ରାଇକିଆର ଚନ୍ଦ୍ରକାନ୍ତ ପ୍ରଧାନ ଓ ମୟୂରଭଞ୍ଜ ଜିଲ୍ଲାର ନନ୍ଦୁରାମ ସୋରୋନ ସହିଦ ହୋଇଥିଲେ । ଚକ୍ରଧର ୨୦୧୪ରେ ବିହାର ରେଜିମେଣ୍ଟରେ ଯୋଗ ଦେଇଥିବା ବେଳେ ନନ୍ଦୁରାମ ୧୯୯୭ରେ ବିହାର-16 ରେଜିମେଣ୍ଟରେ ଯୋଗ ଦେଇଥିଲେ । ଶତ୍ରୁ ସହ ଲଢ଼ି ପ୍ରାଣ ବଳୀ ଦେଇଥିବା ଯବାନଙ୍କ ସହିଦ ଖବର ମିଳିବା ପରେ ସେମାନଙ୍କ ଗାଁରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି ।



from Odisha Reporter https://ift.tt/2YblsHB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages