୨୧ରେ ସୂର୍ଯ୍ୟ ପରାଗ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 17, 2020

୨୧ରେ ସୂର୍ଯ୍ୟ ପରାଗ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨୧ ତାରିଖରେ ଭାରତରେ ଦୃଶ୍ୟମାନ ହେବ ସୂର୍ଯ୍ୟ ପରାଗ। ପୂର୍ଣ୍ଣ ସୂର୍ଯ୍ୟ ପରାଗ ଉତ୍ତର ଭାରତର ଅଳ୍ପ କିଛି ଅଞ୍ଚଳରେ ଦୃଶ୍ୟମାନ ହେବ। ରାଜସ୍ଥାନ, ହରିୟାଣା ଓ ଉତ୍ତରାଖଣ୍ଡ ରାଜ୍ୟରେ ପ୍ରାୟ ଏକ ମିନିଟ ଧରି ବଳୟ ସୂର୍ଯ୍ୟ ପରାଗ ଦେଖାଯିବ । ଭାରତର ବାକି ସବୁ ଅଞ୍ଚଳରେ ଆଂଶିକ ପରାଗ ଦେଖାଯିବ।

ଓଡ଼ିଶାରେ ସୂର୍ଯ୍ୟ ପରାଗ ପ୍ରାୟ ୬୦ରୁ ୬୨ ପ୍ରତିଶତ ଘୋଡ଼ାଇ ଦେବ। ଓଡ଼ିଶା ସହ ଭାରତର ସବୁ ଅଞ୍ଚଳରେ ସୂର୍ଯ୍ୟ ପରାଗ ସକାଳ ୧୦ଟା ୨୦ ମିନିଟରେ ଆରମ୍ଭ ହୋଇ ଅପରାହ୍ନ ୨ଟା ୨୦ ମିନିଟରେ ଶେଷ ହେବ। ମଧ୍ୟାହ୍ନ ୧୨ଟା ୧୫ରୁ ୧୨ଟା ୩୦ ମିନିଟ ମଧ୍ୟରେ ସର୍ବାଧିକ ଗ୍ରାସ ଦୃଶ୍ୟମାନ ହେବ। ଭୁବନେଶ୍ୱରରେ ୧୦ଟା ୩୮ରୁ ଆରମ୍ଭ ହୋଇ ୨ଟା ୯ ମିନିଟରେ ଏହା ଶେଷ ହେବ।



from Odisha Reporter https://ift.tt/3158k95

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages