ରାଜ୍ୟରେ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 13, 2020

ରାଜ୍ୟରେ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୧୮୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୫୯୪ ସୁସ୍ଥ ହୋଇସାରିଥିବା ବେଳେ ୧୩୦୧ ଚିକିତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/2MXP4C0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages