ବିଲରୁ ମିଳିଲା ଯୁବକଙ୍କ ମୃତଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, June 10, 2020

ବିଲରୁ ମିଳିଲା ଯୁବକଙ୍କ ମୃତଦେହ

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଆନ୍ତର୍ଗତ କୁମଡ଼ ଗାଁରେ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକଙ୍କ ନାଁ ଦିବାକର ନାୟକ। ବିଲରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ପୁଲିସ୍ ଏହି ଘଟଣାରେ ସିପୁ ନାଇକ ନାମକ ଯୁବକଙ୍କୁ ଗିରଫ କରିଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ଦିବାକର ନାଇକଙ୍କ ସମ୍ପର୍କୀୟ ଭାଉଜକୁ ସିପୁ ନାଇକଙ୍କ ବାପା ଅଯୋଧ୍ୟା ନାଇକ ଗାଳିଗୁଲଜ କରୁଥିଲେ। ଦିବାକର ଏହାକୁ ବିରୋଧ କରିଥିଲେ। ଏନେଇ ସିପୁ  ରାଗ ରଖି ପୁଅକୁ ହତ୍ୟା କରିଛି ବୋଲି ଦିବାକରଙ୍କ ମା’ ଅଭିଯୋଗ କରିଛନ୍ତି।

ଗତକାଲି ରାତିରେ ସିପୁଙ୍କ ମୃତଦେହ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2MNlv63

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages