ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, June 29, 2020

ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଗତକାଲି ଜିଲ୍ଲାରେ ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛନ୍ତି। ରାଇଘର ବ୍ଲକରୁ ସର୍ବାଧିକ ୬ ଜଣ ଏବଂ ଝରିଗାଁ ବ୍ଲକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି କଟକଣା ଲାଗୁ କରାଯାଇଛି।

ରାଇଘର ବ୍ଲକରେ ଗଞ୍ଜାପାରା, ଜଲଙ୍ଗପାରା, ତୁରୁପେନା, ଖାଡେଙ୍ଗା ଓ ମୁଣ୍ଡାପାରା ଗାଁକୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି। ସେହିପରି ଝରିଗାଁ ବ୍ଲକର ପାରିଆ ଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି ସବୁ ଅଞ୍ଚଳରେ ଆସନ୍ତା ୬ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ କଟକଣା ଜାରି କରାଯାଇଛି ।

The post ନବରଙ୍ଗପୁର ଜିଲ୍ଲାର ୬ଟି ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ appeared first on Odisha Reporter.



from Odisha Reporter https://ift.tt/2AeqcmE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages