୭ ଜୁନ୍‌, ରବିବାର: କୁକୁରକୁ କିଛି ଖାଇବାକୁ ଦିଅନ୍ତୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, June 6, 2020

୭ ଜୁନ୍‌, ରବିବାର: କୁକୁରକୁ କିଛି ଖାଇବାକୁ ଦିଅନ୍ତୁ

ମେଷ:  କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବୃଷ: ଖାଦ୍ୟରେ ଅନିୟମିତତା  ହେତୁ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ପରିବାରରେ ଥିବା ମନୋମାଳିନ୍ୟ ଦୂର ହୋଇଯିବ। ମହିଳାମାନଙ୍କ କାର୍ଯ୍ୟ ପ୍ରଶଂସନୀୟ ହେବ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

କର୍କଟ:  ଗୁରୁଜନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଶୁଭ ସମ୍ବାଦ ପାଇବେ। ଦ୍ୱନ୍ଦ୍ୱ ଭିତରେ ରହିବେ।

ସିଂହ: ଦୀର୍ଘଦିନର ଆଶା ପୂରଣ ହେବ। ନୂତନ କାର୍ଯ୍ୟ କରିବାକୁ ଚିନ୍ତା କରିପାରନ୍ତି। କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା: ପ୍ରଗତି ପଥରେ ଗୁପ୍ତଶତ୍ରୁମାନେ ଚକ୍ରାନ୍ତ କରିପାରନ୍ତି। ପରିଶ୍ରମ ତୁଳନାରେ ପାରିଶ୍ରମିକ କମ୍‌ ମିଳିବ।

ତୁଳା: ରାଜନେତାମାନେ ଜନକଲ୍ୟାଣରେ ନିଜକୁ ନିୟୋଜିତ କରିବେ। ଶରୀର ଫୂର୍ତ୍ତି ରହିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

ବିଛା: ପରିବାରରେ ହସଖୁସିର ପରିବେଶ ରହିବ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଈଶ୍ୱରଙ୍କ ଆରାଧନା କରନ୍ତୁ।

ଧନୁ: ଅଳସୁଆ ଅନୁଭବ କରିବେ।  ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନ ଦେବେ।

ମକର: ଯୁକ୍ତିତର୍କ ଠାରୁ ଦୂରେଇ ରୁହନ୍ତୁ। ଶରୀରର କୌଣସି ଅଙ୍ଗରେ ଆଘାତ ଲାଗିପାରେ। ସନ୍ତାନମାନଙ୍କର ବିଶୃଙ୍ଖଳିତ କାର୍ଯ୍ୟ କଳାପରେ ଦୁଃଖିତ ହେବେ।

କୁମ୍ଭ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିରନ୍ତି। ଜଗିରଖି ଚଳନ୍ତୁ।

ମୀନ: ମାନସମ୍ମାନ ମିଳିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅସହାୟ ବ୍ୟକ୍ତିଙ୍କୁ ଖାଇବାକୁ ଦିଅନ୍ତୁ।



from Odisha Reporter https://ift.tt/30j8EjU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages